Public App Logo
Jansamasya
News
���ुलिस
Bjp
National
Bihar
���ीजेपी
Uttar_pradesh
Congress
Modi
Delhi
Viral
Jharkhand
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
���प
Agra

ସମ୍ବଲପୁର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

Sambalpur M, Sambalpur | Apr 25, 2025
ସମ୍ବଲପୁର ଜିଲ୍ଲାପାଳ ଙ୍କ ଅଫିସ ସମ୍ମୁଖ ରେ ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ମିଳିଥିବା ସୂଚନା ଅନୁଯାଇ ଆଜି ସକାଳ 9ଟାରେ ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ନିକଟରେ ମୁରସିଦାବାଦ ଓ ପହେଲେଗାଓ ରେ ହିନ୍ଦୁ ମାନଙ୍କ ଉପରେ ହେଇଥିବା ଆକ୍ରମଣ କୁ ନିନ୍ଦା କରିବା ସହ ଦୋଷୀ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ପାଇଁ ଦାବି କରି ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା l

MORE NEWS

ସମ୍ବଲପୁର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ - Sambalpur M News