Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
Jharkhand
Up
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket
Uttarakhand

ଲୋଇସିଂହା: ଆଗଲପୁର ବ୍ଲକ ପରିସରରେ ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ ୧୫୦ ତମ ବାର୍ଷିକ ବ୍ଲକ ସ୍ତରୀୟ ପ୍ରଶିକ୍ଷଣ ଓ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

Loisinga, Balangir | Jan 20, 2026
ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ପରିସର ରେ ରାଷ୍ଟ୍ରୀୟ ଗୀତ "ବନ୍ଦେ ମାତରମ "୧୫୦ ତମ ବାର୍ଷିକ ଅବସରରେ ବ୍ଲକ ସ୍ତରୀୟ ପ୍ରଶିକ୍ଷଣ ଓ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି | କାର୍ଯ୍ୟକ୍ରମ ରେ ବ୍ଲକ ଅଧକ୍ଷା ଗୀତାଞ୍ଜଳି ଦାସ ମୁଖ୍ୟ ଅତିଥି ଓ ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି ବିଇଓ ଶ୍ୟାମ ମେହେର ବ୍ଲକ ଉପାଧ୍ୟାକ୍ଷା ନିରୁପମା ପଧାନ ଜିଲ୍ଲା ପରିଷଦ ସଭ୍ୟା ବୀଣାପାଣି ଦାସ ସମ୍ମାନିତ ଅତିଥିଭାବେ ମଂଚାସୀନ ଥିଲେ | ବ୍ଲକ ର ବିଭିନ୍ନ ସ୍କୁଲ ରୁ ଆସିଥିବା ଛାତ୍ର ଛାତ୍ରୀ ମାନେ ପର୍ଯ୍ୟାୟ କ୍ରମେ ଆବୃତ୍ତି, ଚିତ୍ରାଙ୍କନ, ନୃତ୍ୟ ପ୍ରତିଯୋଗିତା ରେ ଭାଗନେଇଥିଲେ|