ବରଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ପ୍ରଦର୍ଶନ କଲା ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି
Bargarh, Bargarh (Baragarh) | Aug 8, 2025
ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ମୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ...