ଡ଼ାବୁଗାଁ ରାଧାକୃଷ୍ଣ ମନ୍ଦିର ଠାରେ ଆୟାପ୍ପା ଭକ୍ତ ଙ୍କ ଇରୁମୁଡି ପୂଜା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପୂଜାରେ ଜୟପୁର ର ରାବଣା ଗୁରୁସ୍ଵାମୀ ଯୋଗ ଦେଇ ପୂଜାର୍ଚ୍ଚନା କରି ବ୍ରତଧାରୀ ଙ୍କ ମୁଣ୍ଡରେ ଇରୁମୁଡୁ ଧାରଣ କରାଇଥିଲେ । ଏଥିରେ ଭକ୍ତ ମାନେ ମନସ୍କାମନା କରି ଯେ କୌଣସି ଦିକ୍ଷାଧାରିଙ୍କୁ ୩ ବା ୭ ମୁଠା ଚାଉଳ ଦେଇଥାନ୍ତି। ସେହି ଚାଉଳ ଓ ଘିଅ ନଡ଼ିଆ କୁ ଏକ ନୂଆ ବସ୍ତ୍ର ରେ ବାନ୍ଧି ମୁଣ୍ଡରେ ଧରି ଦୀକ୍ଷାଧାରି ମାନେ ଆୟାପ୍ପା ଙ୍କ ମନ୍ଦିରକୁ ଗଲେ