Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Jharkhand
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Nda
School
Cbi
Mathura
Fatehpur
Jodhpur

ବୌଦ୍ଧ ସଦର: ଧଳପୁର ସ୍ଥିତ ଉଚ୍ଚ ପ୍ରାଥମିକ ବିଧାୟକ ଠାରେ ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଓ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ମେଳା ଉଦଯାପିତ

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ଧଳପୁରସ୍ଥିତ ସାରଲାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅପରାହ୍ନ ୪ଟା ସମୟରେ ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ହାଡିବନ୍ଧୁ ବେହେର ଙ୍କ ସଭାପତିତ୍ବରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ ସୋତନ୍ତ୍ର ଅତିଥି ଭାବେ ପୁରୁଣାକଟକ ବନ ବିଭାଗର ଏସିଏଫ ଜୟନ୍ତ କୁମାର ଦାସ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜ୍ଞାନ ନିରିକ୍ଷକ ଜୟନ୍ତ କୁମାର ପ୍ରଧାନ ସହିତ ଅନ୍ୟନ୍ୟ ଶିକ୍ଷା ଅଧିକାରୀ ଉପସ୍ଥିତ ରହିଥିଲେ l
ବୌଦ୍ଧ ସଦର: ଧଳପୁର ସ୍ଥିତ ଉଚ୍ଚ ପ୍ରାଥମିକ ବିଧାୟକ ଠାରେ ବ୍ଲକ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଓ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ମେଳା ଉଦଯାପିତ - Baudh Sadar News