ନବରଙ୍ଗପୁର ପୋଲିସ ଷ୍ଟେସନ: ଶିକରଗୁଡା ଠାରେ ଆର୍ଥିକ ସାକ୍ଷରତା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜି ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ଶିକରଗୁଡା ଠାରେ ଆର୍ଥିକ ସାକ୍ଷରତା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ llଏହି କାର୍ଯ୍ୟକ୍ରମ ରେ ଜନ ସାଧାରଣ ଙ୍କୁ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନାରେ କିପରି ଖାତା ଖୋଲିବା, ନିଷ୍କ୍ରିୟ ହୋଇଥିବା ଖାତା ର ପୁନଃ ପ୍ରମାଣି କରଣ ,ଆର୍ଥିକ ଯୋଜନା କିପରି ପ୍ରସ୍ତୁତି କରିବା ସହ ସଂଚୟ ଓ ନିବେଶ କିପରି କରିବେ l ସେନେଇ ଆଲୋଚନା ହୋଇଥିଲା l