ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଘସିପୁରା ବ୍ଲକ ଦରଡିପାଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି,ପଞ୍ଚାୟତ ପରିସର ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ କୃଷି ବିଭାଗ, ବିଦ୍ୟୁତ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ମିଶନ ଶକ୍ତି, ଶ୍ରମ ବିଭାଗ, ଆଦି ପକ୍ଷରୁ ବିଭିନ୍ନ କର୍ମଚାରୀ ପହଁଞ୍ଚି ୨ ବର୍ଷ ଭିତରେ ସରକାରଙ୍କ ଦ୍ୱାରା କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଲୋକଙ୍କୁ ସଚେତନ କରା ଯାଉଛି।
#BikasaraDharaOdishaSara #daradipal #ghasipura #kendujhar
#Odisha #CMOOdisha #mohoncharanmajhi #kendujharhalchal