Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଆନନ୍ଦପୁର: ହାଟଡିହି କଲେଜର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ଉଦଘାଟିତ, ଯୋଗଦେଲେ ବିଧାୟକ

Anandapur, Kendujhar | Dec 8, 2025
ହାଟଡିହି କଲେଜର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ଉଦଘାଟିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଚିତ୍ତ ରଞ୍ଜନ ରାଉତଙ୍କ ଅଧ୍ୟକ୍ଷତାରେ ଆଜି ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ସମ୍ମାନିତ ଅତିଥି ଭାବେ ହାଟଡିହି ବ୍ଲକ ବିଡ଼ିଓ ରଞ୍ଜନ କୁମାର ପରିଡା, ହାଟଡିହି ପଞ୍ଚାୟତର ସରପଞ୍ଚ ଚିନ୍ମୟ ନାୟକ ପ୍ରମୁଖ ଯୋଗଦେଇ ଏହି ବାର୍ଷିକ ପ୍ରତିଯୋଗୀତାକୁ ଉଦଘାଟନ କରିଥିଲେ।  ପ୍ରାରମ୍ଭରେ ହାଟଡିହି ହଟକେଶ୍ୱର ମନ୍ଦିରରୁ ମଶାଲ ଅଣାଯିବା ପରେ ଅତିଥି ମାନେ କ୍ରୀଡା ପତାକା ଉତ୍ତୋଳନ କରିଥିଲେ।

MORE NEWS

ଆନନ୍ଦପୁର: ହାଟଡିହି କଲେଜର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ଉଦଘାଟିତ, ଯୋଗଦେଲେ ବିଧାୟକ - Anandapur News