ତେଲକୋଇ: କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ, ଯୋଗଦେଲେ ସାଂସଦ ଅନନ୍ତ ନାଏକ
କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଅନନ୍ତ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ବିଧାନର ମୂଲ୍ୟବୋଧ ଉପରେ ଆଲୋକପାତ କରିଥିଲେ।