Public App Logo
Jansamasya
Haryana
Sambalpur
Cyclone
���ादी
Crimenews
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
Trending
���िवाद
���ोगी_आदित्यनाथ
Sonunigam
Arvindkejriwal
Jajpur
Rajasthannews
���ोधपुर
Rahul
Indianews
���ंगाल
No video available

କେନ୍ଦୁଝର ସହର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲାସ୍ତରୀୟ ପଲ୍ସ ପୋଲିଓ କାର୍ଯ୍ୟକ୍ରମ ଉଦଘାଟିତ

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ପୂର୍ବାହ୍ନ ପ୍ରାୟ ୧୦ଘଟିକା ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ଵାରା ଜିଲ୍ଲାସ୍ତରୀୟ ପଲ୍ସ ପୋଲିଓ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଜିଲ୍ଲାରେ ଜନ୍ମିତ ନବଜାତ ଶିଶୁଙ୍କ ଶାରୀରିକ ବିକାଶ ଦିଗରେ ପୋଲିଓ ଏକ ଗୁରୁତ୍ବପୂର୍ଣ୍ଣ ମହୋଷୌଧି ବୋଲି ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି । ଏହି କାର୍ଯ୍ୟକ୍ରମକୁ ପୋଲିଓ ବିଭାଗର ଅଧିକାରୀ ଆୟୋଜନ କରିଥିଲା ବେଳେ ଏଥିରେ ବିଭାଗର ବିଭିନ୍ନ ଡ଼ାକ୍ତର, ଷ୍ଟାଫନର୍ସ, ଆଶାକର୍ମୀଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ ।
କେନ୍ଦୁଝର ସହର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜିଲ୍ଲାସ୍ତରୀୟ ପଲ୍ସ ପୋଲିଓ କାର୍ଯ୍ୟକ୍ରମ ଉଦଘାଟିତ - Kendujhar Town News