ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ ବନ୍ଧବାହାଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ସକାଳ ଏଗାରଟା ସମୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଝାରସୁଗୁଡା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର,ଆଇ ଏ ଏସ୍ ପ୍ରବେଶନର ପ୍ରଜ୍ଞାନନ୍ଦନ ଗିରି ଅତିରିକ୍ତ ଉପଜିଲ୍ଲାପାଳ ଭିକ୍ଟୋରିଆ ଏକ୍କା , ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୟ ପଟେଲ,ତହସିଲଦାର ପ୍ରସନ୍ନ ପଟେଲ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ