ବ୍ରହ୍ମପୁର ସ୍ଥିତ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୨ତମ ବାର୍ଷିକ ଉତ୍ସବରେ ବୁଧବାର ମଧ୍ୟାହ୍ନରେ ଯୋଗଦେଇ ଶ୍ରୀ ମାଝୀ କହିଛନ୍ତି, ପ୍ରାରମ୍ଭିକ ଜୀବନରେ ଜଣେ ଆଚାର୍ଯ୍ୟ ଭାବେ କିଛି ଦିନ ସରସ୍ୱତୀ ଶିଶୁ ମନ୍ଦିରରେ କାର୍ଯ୍ୟ କରିଥିବାରୁ ଏହି କାର୍ଯ୍ୟକ୍ରମରେ ଯୋଗଦେବା ମୋ ପାଇଁ ଏକ 'ଘର ବାହୁଡ଼ା' ଅନୁଭୂତି ପରି ଲାଗୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।