Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ହିଞ୍ଜିଳି: ହିଞ୍ଜିଳିକାଟୁ ପୌରାଞ୍ଚଳ ମିନି ଷ୍ଟାଡିୟମରେ ଇଗଲ କ୍ରିକେଟ କ୍ଳବ ପକ୍ଷରୁ୧୬ ତମ ମିଟୁ ଓ ପିଣ୍ଟୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ ଯାପିତ

Hinjili, Ganjam | Jan 14, 2026
ହିଞ୍ଜିଳିକାଟୁ ପୌରାଞ୍ଚଳ ମିନି ଷ୍ଟାଡିୟମ ପରିସରରେ ଇଗଲ କ୍ରିକେଟ କ୍ଳବ, ହିଞ୍ଜିଳିକାଟୁ ପକ୍ଷରୁ୧୬ ତମ ଆୟୋଜିତ ମିଟୁ ଓ ପିଣ୍ଟୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦଯାପିତ ହୋଇଯାଇଛି । କ୍ଳବ ସଭାପତି ସଞ୍ଜୟ କୁମାର ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଜିଲ୍ଲା ପରିଷଦ ପ୍ରତିନିଧି ଦେବାନନ୍ଦ ମହାପାତ୍ର,ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ଯୋଗଦେଇଥିଲେ।

MORE NEWS