ସଦର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଉପଲକ୍ଷେ ଭବାନୀପାଟଣା ସଦର ଥାନା ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଉପଲକ୍ଷେ ଆଜି ଠାରୁ ଦେଶ ବ୍ୟାପି 'ଏକ ପେଡ ମାଆ କେ ନାମ ପେ ' କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି ଅବସରରେ ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି