Public App Logo
Jansamasya
News
Maharashtra
Bjp
National
Police
Bihar
India
Coronavirus
कांग्रेस
मौत
बीजेपी
Congress
Modi
Delhi
Viral
Dm
Rajasthan
मध्यप्रदेश
Bollywood
Patna
Breakingnews
Madhya_pradesh
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Uttarakhand
जिलाधिकारी

ଛତ୍ରପୁର: ଛତ୍ରପୁର ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅବକାରୀ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ

Chhatrapur, Ganjam | Nov 29, 2025
ଛତ୍ରପୁର ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଛତ୍ରପୁର ଉପଖଣ୍ଡ ସ୍ତରୀୟ ଅବକାରୀ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଶନିବାର ଅପରାହ୍ନରେ ଏଥିରେ ଛତ୍ରପୁର ଉପଜିଲ୍ଲାପାଳ ଶିବାଶିଷ ବରାଳ ଅଧ୍ୟକ୍ଷତା କରି ବିଭିନ୍ନ ସ୍ଥାନରେ ଚୋରା ଗଞ୍ଜେଇ ଓ ଦେଶୀ ମଦକୁ କିଭଳି ଭାବେ ନିୟନ୍ତ୍ରଣ କରାଯିବ ସେ ଉପରେ ଗୁରୁତ୍ୱାରୋପ କରିଥିଲେ।
ଛତ୍ରପୁର: ଛତ୍ରପୁର ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅବକାରୀ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ - Chhatrapur News