Public App Logo
Jansamasya
News
Bjp
National
Police
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
मारपीट
Jharkhand
Breakingnews
Narendramodi
Nitishkumar
Madhya_pradesh
Nsui
उत्तरप्रदेश
Pmmodi
Rahulgandhi
Uttarpradesh
Haryana
Cricket
Lucknow

କଣ୍ଟାବାଞ୍ଜି: ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପ୍ରଶାସନ ର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

Kantabanji, Balangir | Dec 1, 2025
ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପ୍ରଶାସନ ର ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ,ଜିଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା,ଉପ ଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ