କବିସୂର୍ଯ୍ୟନଗର: କବିସୂର୍ଯ୍ୟନଗର NAC କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ବୃନ୍ଦାବତୀ ବିଦ୍ୟାପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି.
କବିସୂର୍ଯ୍ୟନଗର NAC କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ବୃନ୍ଦାବତୀ ବିଦ୍ୟାପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି. CRCC ରବୀନ୍ଦ୍ର ବିଶ୍ୱାଳଙ୍କ ସଂଯୋଜନା ରେ ଅନୁଷ୍ଠିତ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ BEO ଅଭିମନ୍ୟୁ ସାହୁ, ମୁଖ୍ୟ ବକ୍ତା ଭାବେ ବିଦ୍ୟାଳୟ ର ସ୍ଥାୟୀ ସଭାପତି ତଥା ପୂର୍ବତନ ନଗରପାଳ ବିପିନ ବିହାରୀ ସ୍ୱାଇଁ, BRCC ରବି ନାରାୟଣ ବେହେରା, ABEO ମାଧବ ଚନ୍ଦ୍ର ମାଝୀ, ପ୍ରଧାନ ଶିକ୍ଷକ ସିମାଞ୍ଚଳ ପାଣି, ସାମ୍ବାଦିକ ନାରାୟଣୀ ପ୍ରସାଦ ମିଶ୍ର, ସରୋଜ କୁମାର ମିଶ୍ର ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ.. ଏବଂ ବିଭିନ୍ନ ବିଦ୍ୟାଳୟରୁ ଆସି ଯୋଗ ଦେଇଥିଲେ