ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶନିବାର ଦିନ ଦୁର୍ଘଟଣା ହୋଇ ଦଶରୁ ଉର୍ଦ୍ଧ୍ବ ଆହତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପଞ୍ଚ ମହଲା, ଜିନ୍ଦଲ ରାସ୍ତା, କୁଇଓ, ବଅଁରପାଳ ଏବଂ ଜାତୀୟ ରାଜପଥ ସହିତ ଜିଲ୍ଲାର ଅନ୍ୟ କେତେକ ସ୍ଥାନରେ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ତେଣୁ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।