ସୋରଡ଼ା ମଣ୍ଡଳୀର ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଗ୍ରାମପଞ୍ଚାୟତର ପ୍ରତାପଲଷ୍ମଣପୁର ଗ୍ରାମରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ୯ମ ତମ ବାର୍ଷିକ ଉତ୍ସବ ଯୋଗଦେଲି |ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ହେବା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଛନ୍ତି ବିଧାୟକ,ଏବଂ ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମରେ କୃତି ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।|