ନବରଙ୍ଗପୁର ପୋଲିସ ଷ୍ଟେସନ: ଜିଲ୍ଲା କୋର୍ଟରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଠିତ
ଜିଲ୍ଲା କୋର୍ଟରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁରର ଅଧ୍ୟକ୍ଷ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୫ ଅନୁଷ୍ଠୀତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ସୁବ୍ରତ ମହାନ୍ତି ୦୧ (ଗୋଟି) ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ଦାବି (MACT) ବାବଦକୁ ଫଇସଲା କରି କ୍ଷତିପୁରଣ ଆଦାୟ କରିଛନ୍ତି।