ତଲସରା: ତିଲଡେଗା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସେବା ପକ୍ଷ ପାଳନ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର
ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତିଲଡେଗା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ଭାଜପା ପକ୍ଷରୁ ସେବା ପକ୍ଷ ପାଳନ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।