ଅନୁଗୋଳ ଜିଲ୍ଲା ଅନୁଗୋଳ ଥାନା ଅନ୍ତର୍ଗତ ସହରରେ ଥିବା ବିଜୁ ମଇଦାନରେ ଆସନ୍ତା ୧୪ ତାରିଖରେ ଅନୁକୂଳ ଚନ୍ଦ୍ରଙ୍କର ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଯୋଗୁଁ ଆଜି ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସାମ୍ୱାଦିକ ସମ୍ମିଳନୀରେ ଲୋକମାନେ କିପରି ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଜାଣିବେ ଓ ଅଧିକରୁ ଅଧିକ ଭକ୍ତଙ୍କ ସମାଗମ ହେବ ସେ ନେଇ ଏହି ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି।