ଜଳେଶ୍ୱର ନାବାଳିକା ହତ୍ୟା ମାମଲା: ନ୍ୟାୟ ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲା ମହିଳା ସମିତି
Baleshwar, Balasore | Oct 26, 2026
ଜଳେଶ୍ୱରରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ନ୍ୟାୟ ପାଇଁ ବାଲେଶ୍ୱର ଜିଲ୍ଲାପାଳଙ୍କୁ ଦାବିପତ୍ର। ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଏବଂ ଫାଷ୍ଟ ଟ୍ରାକ କୋର୍ଟରେ ବିଚାର ପାଇଁ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତିର ଦାବି।