କେନ୍ଦୁଝର ସହର: କାଦୁଅଡିହା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ
ହରିଚନ୍ଦନପୁର କାଦୁଅଡିହା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ଯୁକ୍ତ Narendra Modi ଙ୍କ ଜନ୍ମଦିନ ରେ ମା ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମରେ ସ୍ଥାନୀୟ ଗ୍ରାମବାସୀ ଓ ଛାତ୍ରଛାତ୍ରୀ ଙ୍କ ସହ ଯୋଗ ଦେଇ ଥିଲେ।