ରେଢ଼ାଖୋଲ ରେ ମସ୍ଚ୍ୟ ଓ ପ୍ରାଣୀ ସଂପଦ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ର ପୂର୍ତ୍ତ ବିଭାଗର ଡାକ ବଙ୍ଗଳା ଶନିବାର ସଂଧ୍ୟାରେ ରେଢ଼ାଖୋଲ ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କ ମସ୍ଚ୍ୟ ଓ ପ୍ରାଣୀ ସଂପଦ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ରଙ୍କ ନେତୃତ୍ବରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଛ ଦେଇ ସ୍ବାଗତ ଜଣାଇଥିଲେ