Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଭୋଗରାଇ: ଜଳେଶ୍ବରପୁର ହାଇସ୍କୁଲ ରେ ଦକ୍ଷିଣ ଭୋଗରାଇ ଓଷ୍ଟା ପକ୍ଷରୁ ଶିଶୁ ମହୋତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ

Bhograi, Balasore | Dec 12, 2025
ଦକ୍ଷିଣ ଭୋଗରାଇ ଓଷ୍ଟା ପକ୍ଷରୁ ଶିଶୁ ମହୋତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ। ଦକ୍ଷିଣ ଭୋଗରାଇ ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ( ଓଷ୍ଟା) ପକ୍ଷରୁ ଆୟୋଜିତ ଶିଶୁ ମହୋତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଭୋଗରାଇର ଜଳେଶ୍ଵରପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏନେଇ ଆୟୋଜିତ ସଭାକୁ ଦକ୍ଷିଣ ଭୋଗରାଇ ଓଷ୍ଟାର ସଭାପତି ମହେଶ୍ବର ଗିରି ପୌରୋହିତ୍ୟ କରିଥିଲେ ।