ବାଲେଶ୍ବର ସଦର: ଚାନ୍ଦିପୁରଠାରେ ଓଡ଼ିଶା ସାମ୍ବାଦିକ ୟୁନିଅନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
ବାଲେଶ୍ୱର ଚାନ୍ଦିପୁରଠାରେ ଓଡ଼ିଶା ସାମ୍ବାଦିକ ୟୁନିଅନ (OUJ) ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ଜିଲ୍ଲା ଶାଖାର ଦ୍ବିବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ପଦ୍ମଲୋଚନ ପଣ୍ଡା ଓ ମାନସ କୁମାର ଦତ୍ତ ପ୍ରମୁଖ ଯୋଗ ଦେଇ ସାମ୍ବାଦିକଙ୍କ ସମସ୍ୟା ଉପରେ ଆଲୋଚନା କରିଛନ୍ତି।