Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi
Politics

ଦେବଗଡ: ରିଆମାଳ କଲ୍ୟାଣ ମଣ୍ଡପରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ରିଆମାଳ ବ୍ଲକ କଲ୍ୟାଣ ମଣ୍ଡପ ଠାରେ ଆଜି ଦିନ ପ୍ରାୟ ୧୦ ରୁ ୨ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୨୬ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୧୭ ଟି ବ୍ୟକ୍ତିଗତ ଏବଂ ୯ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି । ବିଶେଷ କରି ସିସି ରାସ୍ତା ନିର୍ମାଣ, ରାସନ୍ କାର୍ଡ ପ୍ରଦାନ ଓ ଜମି ଚିହ୍ନଟ ଆଜି ଅଭିଯୋଗ ହୋଇଥିଲା ।

MORE NEWS

ଦେବଗଡ: ରିଆମାଳ କଲ୍ୟାଣ ମଣ୍ଡପରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର - Debagarh News