କୋରାପୁଟ: ପଟ୍ଟାଙ୍ଗୀରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସ ସଂଗଠନ ଶକ୍ତିଶାଳୀ କରିବାର ପ୍ରସ୍ତୁତି
ପଟ୍ଟାଙ୍ଗୀ ବ୍ଲକରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳ ତାଙ୍କର ସଂଗଠନକୁ ଶକ୍ତିଶାଳୀ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ବ୍ଲକ କଂଗ୍ରେସ ସଭାପତି ଅର୍ଜୁନ ବାଙ୍କା ଏହା ସମ୍ପର୍କରେ ପ୍ରତିକ୍ରିୟା ଦେଇଛନ୍ତି।