Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଧର୍ମଗଡ: ଜିଏସଟି ହାର କମ କୁ ନେଇ ବିଜେପି ପକ୍ଷରୁ ଧର୍ମଗଡ ରେ ସାମ୍ବାଦିକ ସମ୍ମିଳନୀ

Dharamgarh, Kalahandi | Sep 16, 2025
ଧର୍ମଗଡ ଠାରେ ବିଜେପି କଳାହାଣ୍ଡି ଶାଖା ପକ୍ଷରୁ ମଙ୍ଗଳବାର ସନ୍ଧ୍ୟା ୫ ଟାରେ ଜିଏସଟି ହାର କମ କୁ ନେଇ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଏହି ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ଼ ଓ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ,ଜିଲ୍ଲା ଉପସଭାପତି ମୁକେଶ ଅଗ୍ରୱାଲ, ଜିଲ୍ଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ, ଜିଲ୍ଲା ଯୁବ ମୋର୍ଚ୍ଚା ସମ୍ପାଦକ ନରହରି ପଟ୍ଟନାୟକ ଉପସ୍ଥିତ ଥିଲେ।

MORE NEWS