Public App Logo
Jansamasya
News
Bjp
National
Police
Bihar
India
कांग्रेस
Gujarat
Accident
Congress
Modi
Delhi
Viral
मारपीट
Jharkhand
Breakingnews
Narendramodi
Nitishkumar
Madhya_pradesh
Nsui
Madhyapradesh
Pmmodi
Rahulgandhi
Uttarpradesh
Haryana
Cricket
Lucknow
Uttarakhand
Crimenews

ବାଲିିଅନ୍ତା: ବୁଧିପଡ଼ା ଛକରେ ବାଇକ ଦୁର୍ଘଟଣା , ୧ଆହତ

Balianta, Khordha | Oct 6, 2025
ସୋମବାର ସନ୍ଧ୍ୟା ପ୍ରାୟ ସାତଟା ସମୟରେ ରାଜଧାନୀ ଉପକଣ୍ଠ ବାଲିଅନ୍ତା ନିକଟସ୍ଥ ବୁଧିପଡ଼ା ଛକରେ ବାଇକ ଦୁର୍ଘଟଣାରେ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଏକ ବାଇକ ବାଳକାଟିରୁ ବନମାଳୀପୁର ଅଭିମୁଖେ ଯାଉଥିବା ବେଳେ ରାସ୍ତା କଡ଼ରେ ଛିଡ଼ାହୋଇଥିବା ଅନ୍ୟ ଏକ ବାଇକ୍କୁ ଧକ୍କା ଦେଇଥିଲା ଫଳରେ ଯୁବକ ଜଣକ ଆହତ ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ବ୍ୟକ୍ତି ନିଶାସକ୍ତ ଥିବା ଜଣାପଡିଛି। ଆହତ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି।