ନୂଆପଡା: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ରାଜସ୍ବ ଅଧିକାରୀ ବୈଠକ ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ରାଜସ୍ବ ଅଧିକାରୀମାନଙ୍କ ତଥା ରାଜସ୍ୱ ସଂଗ୍ରହ ସମୀକ୍ଷା ବୈଠକ ଆଜି ୧୨ ଟାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଅତିରିକ୍ତ ଜିଲ୍ଲାପାଳ ଲସୁବାଷ ଚନ୍ଦ୍ର ରଇତା, ଉପଜିଲ୍ଲାପାଳ ସୁର୍ମି ସୋରେନ , ଡେପୁଟୀ କଲେକ୍ଟର ଶେଖ୍ ନସିମ, ହେମନ୍ତ ପୁଟା, ପ୍ରବୀର କୁମାର ଦଣ୍ଡସେନା, ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର, ବିଭିନ୍ନ ବିଭାଗର ଯନ୍ତ୍ରୀ, ଖଣି ଅଧିକାରୀ, ଅବକାରୀ ଅଧିକ୍ଷକ, ଏମ୍ ଭି ଆଇ , ସମସ୍ତ ଏନ୍ ଏ ସି କାର୍ଯ୍ୟନିର୍ବାହି ଅଧିକାରୀ ଥିଲେ।