Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ସୋରଡା: ସୋରଡ଼ା ଠାରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀଣି ବିପସା ପାରୁଲ ଚନ୍ଦ୍ରଙ୍କ ନିର୍ଦ୍ଦେଶ କ୍ରମେ ସାତଦିନିଆ ମହୁଚାଷ ତାଲିମ ଶିବିର ଅନୁଷ୍ଠିତ

Surada, Ganjam | Jan 13, 2026
ସୋରଡ଼ା ବନାଞ୍ଚଳ ପରିସରରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀଣି ବିପସା ପାରୁଲ ଚନ୍ଦ୍ରଙ୍କ ନିର୍ଦ୍ଦେଶ କ୍ରମେ ଏହି ବନାଞ୍ଚଳର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଉଦ୍ୟୋଗୀ ଚାଷୀ ମାନଙ୍କର ବିକାଶ ଓ ପ୍ରତିଷ୍ଠିତ ହେବା ଉଧେସ୍ୟରେ ଏକ ସତ ଦିନିଆ ମହୁଚାଷ କାର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏହି କର୍ମଶାଳାରେ ଅତିରିକ୍ତ ବନଖଣ୍ଡ ଅଧିକାରୀ ପ୍ରଦୀପ କୁମାର ବେହେରା,ଓ ବନାଞ୍ଚଳ ଅଧିକାରୀ ନିହାର ରଞ୍ଜନ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।