ପଟାଙ୍ଗି ବ୍ଳକ ଆମ୍ପାବାଲି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଦିନ ୨ଟା ପର୍ଯ୍ୟନ୍ତ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଭିଯୋଗ ଶୁଣାଣୀ ଶିବିରରେ ବ୍ଳକ୍ ସ୍ତରୀୟ ବିଭାଗୀୟ ଅଧିକାରୀ ସହ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ରହିଥିଲେ।ଏହା ପରେ ପଞ୍ଚାୟତର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ ବିଭାଗୀୟ ଅଧିକାରୀ।