ପାରଳାଖେମୁଣ୍ଡି: ଗଜପତିରେ ବନ୍ୟା ପରିସ୍ଥିତି: ଜଳବନ୍ଦୀ ଅଞ୍ଚଳ ବୁଲିଲେ ବିଧାୟକ ରୂପେଶ କୁମାର ପାଣିଗ୍ରାହୀ
ବାତ୍ୟା ଅର୍ଣବ ପ୍ରଭାବରେ ଗଜପତି ଜିଲ୍ଲାରେ ବନ୍ୟା ସ୍ଥିତି । ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ । ଖାଦ୍ୟ, ପାନୀୟ ଜଳ ଓ ବିଦ୍ୟୁତ୍ ସେବା ଯୋଗାଣ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ।