Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ଭୋଗରାଇ: ଝାଟିବଣି ହାଇସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ, ଯୋଗ ଦେଲେ ବିଧାୟକ

Bhograi, Balasore | Dec 19, 2025
ଝାଟିବଣି ହାଇସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିବା ବେଳେ ଆୟୋଜିତ ସଭାରେ ଭୋଗରାଇ ବିଧାୟକ ଗୌତମ ବୃଦ୍ଧ ଦାସ ଯୋଗ ଦେଲେ ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ନିମନ୍ତେ ବ୍ୟକ୍ତବ୍ୟ ରଖିଥିଲେ । ଶିକ୍ଷକ ଶିକ୍ଷୟତ୍ରୀଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ବିଶେଷ ମାନେ ଉପସ୍ଥିତ ଥିଲେ ।