ପାଟକୁରା: ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଏବଂ ବିଜୟ ସେନା କର୍ମଚାରୀଙ୍କ ଦ୍ୱାଦଶାହ ଶ୍ରଦ୍ଧାଞ୍ଜଳୀ
ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ବିଜୟ ସେନାର କର୍ମଚାରୀ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ବାପୁ ଭୁୟାଁ ଭାଇଙ୍କ ସ୍ଵର୍ଗୀୟା ମାଆଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି।