ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ଝାଡଗାଁ ପେଟ୍ରୋଲ ପମ୍ପ ନିକଟରେ ଆଜି ସକାଳୁ ଏକ ଟ୍ରଲର ଦୃତ ଗତିରେ ଆସି ଅନ୍ୟ ଏକ ଛିଡା ଟ୍ରଲର ପଛରେ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଉଭୟ ଟ୍ରଲର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାଳକ ମାନେ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ରହିଛି।