Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews
Karnataka

ପାଲଲହଡା: ସମଲ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ

Palalahada, Angul | Jan 3, 2026
ସମଲ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ସମଲ ବ୍ୟାରେଜ ଦ୍ୱାରା ଆୟୋଜିତ ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଶନିବାର ସକାଳ ୧୦ ଘଟିକା ସମୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପାଲଲହଡା ବିଧାୟକ ଅଶୋକ ମହାନ୍ତି ଯୋଗଦେଇ ଶିକ୍ଷା କ୍ଷେତ୍ରରେ ଉଭୟ ଶିକ୍ଷକ ଓ ଅଭିଭାବକ ମାନଙ୍କ ସମନ୍ୱୟରେ ଛାତ୍ର ଛାତ୍ରୀ ମାନଙ୍କ ସାମୁହିକ ବିକାଶ କିପରି ହୋଇପାରିବ ସେ ବିଷୟରେ ଆଲୋଚନା କରିଥିଲେ। ଏହି ଉତ୍ସବରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ବିଭିନ୍ନ ପ୍ରକଳ୍ପକୁ ବୁଲି ଦେଖିବା ସହ ପ୍ରକଳ୍ପ ଗୁଡିକ ଅତି ଉଚ୍ଚସ୍ତରୀୟ ଓ ଶିକ୍ଷଣୀୟ ଥିଲା ।