ସୋମବାର ଜୟପାଟଣା ବ୍ଲକ ଅନ୍ତର୍ଗତ କୁଚାଗାଁ ପଞ୍ଚାୟତ ଠାରେ ଜନ ଅଭିଯୋଗ ଶୁଣାଣୀ ଏବଂ ସମାଧାନ ଶିବିର ଅନୁଷ୍ଠିତ ହେଇଯାଇଛି। ସରପଞ୍ଚ ଅଷ୍ଟମୀ ଦୁର୍ଗା ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ବିଡ଼ିଓ ଧର୍ମରାଜ ମାଝୀଙ୍କ ଅନୁପସ୍ଥିତିରେ ଗ୍ରାମ ପଞ୍ଚାୟତ ବିକାଶ ଅଧିକାରୀ ରୁପଧର ପ୍ରଧାନ ହିତାଧିକାରୀଙ୍କ ଅଭିଯୋଗ ଗ୍ରହଣ କରିଥିଲେ।