Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
यूपी
कानपुर
Pm
Uttarpradesh

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବର୍ଷା ନେଇ ଜାରି ହେଲା ସତର୍କ;ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରେ ବୈଜ୍ଞାନିକ ସଂଜୀବ ଦିୱେଦି ରଖିଲେ ପ୍ରତିକ୍ରିୟା

ଆସନ୍ତା ୧୦ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ।
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ବର୍ଷା ନେଇ ଜାରି ହେଲା ସତର୍କ;ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରେ ବୈଜ୍ଞାନିକ ସଂଜୀବ ଦିୱେଦି ରଖିଲେ ପ୍ରତିକ୍ରିୟା - Bhubaneswar M Corp News