Public App Logo
Jansamasya
Crimenews
Education
China
Bareilly
���्रशासन
Agra
Politics
Abvp
���ायल
Fatehpur
Jodhpur
Amitshah
Uppolice
Live
Pratapgarh
Westbengal
Farrukhabad
Mirzapur
Raebareli
Rain
Tikamgarh
Prayagraj
Modiji
���ोगी_आदित्यनाथ
Indianrailways
Letestnews
���ाइक
���ायरल
Arvindkejriwal
No video available

ସୁନ୍ଦରଗଡ ସହର: ରାଜଗାଙ୍ଗପୁର ରମାବାହାଲ ଠାରେ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

ରାଜଗାଙ୍ଗପୁର ରମାବାହାଲ ଠାରେ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ବାଇକରେ ରାଉରକେଲା ଆଡ଼କୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲେ। ଘଟଣାସ୍ଥଳରେ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା ବେଳେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।
ସୁନ୍ଦରଗଡ ସହର: ରାଜଗାଙ୍ଗପୁର ରମାବାହାଲ ଠାରେ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ - Sundargarh Town News