ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ସଦର ରେଞ୍ଜ ଏସ୍ପି ପ୍ରବୀଣ କୁମାର ପ୍ରଧାନଖବର ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଡିଏସ୍ପି ସ୍ନେହଲତା ନାୟକ ଓ କୁମୁଦ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ ହୋଇଥିଲା। ବୁଧବାର ସକାଳେ ବ୍ରହ୍ମପୁର ସହର ପ୍ରବେଶ ଜଗଦଳପୁର ଛକରେ ଟିମ୍ ପାଟ୍ରୋଲିଂ କରୁଥିଲା।ଏହି ସମୟରେ ଏକ ଭ୍ଯାନ ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଥିବା ବେଳେ ଜଣକୁ ଗିରଫ କରାଯାଇଛି।