Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଭଦ୍ରକ ଗ୍ରାମାଞ୍ଚଳ: ବନ୍ତଃ ବ୍ଲକ ଅଗରପଡା ଠାରେ କଂଗ୍ରେସ ପକ୍ଷରୁ ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

Bhadrak Rural, Bhadrak | Sep 15, 2025
ଆଜି ଭଦ୍ରକ ଜିଲ୍ଲା ଅନ୍ତର୍ଗତ ବନ୍ତ ବ୍ଲକ ଆଗରପଡ଼ାଠାରେ Indian National Congress ର ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ମାନ୍ୟବର ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବିଧାୟକ ( ଆଦର୍ଶ ନଗର ବିଧାନସଭା, ରାଜସ୍ଥାନ) ଶ୍ରୀ Rafeek Khan ଜୀଙ୍କ ଉପସ୍ଥିତିରେ ଭଣ୍ଡାରୀପୋଖରୀ ନିର୍ବାଚନମଣ୍ଡଳୀ ସ୍ତରୀୟ ସଂଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସଂଯୋଜକ ଅସିତ ପଟ୍ଟନାୟକ ଉପସ୍ଥିତ ଥିଲେ, ଏହି କାର୍ଯ୍ୟକ୍ରମ ଦିନ 4 ଘଟିକା ରେ ଅନୁଷ୍ଠିତ ହୋଇଯାଇଛି

MORE NEWS