Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ବଜାରରେ ଥିବା ଏକ ଲୁଗା ଦୋକାନରୁ ଚୋରୀ ଘଟଣାରେ ପୋଲିସ ଲକ୍ଷାଧିକ ଟଙ୍କାର ଚୋରୀ ସାମଗ୍ରୀ ଉଦ୍ଧାର କରିବା ସହିତ ଏହି ଘଟଣାରେ ସମ୍ପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି #CPDnews #chhendiapada #angul #AngulDistrict #chhendipadapolice

Anugul, Angul | Jun 15, 2026

MORE NEWS

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:-
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବାଉଳିଗୋଡ, ଗୋଡାସନ୍ତ୍ରି ଗ୍ରାମପଞ୍ଚାୟତ ର ଭକ୍ତପୁର, ଗୋଡସନ୍ତ୍ରି, ବାଉଳିଗୋଡ, ସିମିଲିଛୁଇଁ, ଯୁହlରପୂର୍  ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ଵା ବଧାନ ରେ  ପ୍ରକଳ୍ପ ସହଯୋଗୀ    ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବାଉଳିଗୋଡ, ଗୋଡାସନ୍ତ୍ରି ଗ୍ରାମପଞ୍ଚାୟତ ର ଭକ୍ତପୁର, ଗୋଡସନ୍ତ୍ରି, ବାଉଳିଗୋଡ, ସିମିଲିଛୁଇଁ, ଯୁହlରପୂର୍ ଗ୍ରାମ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟ କ୍ରମ ରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ୱର ,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ଵା ବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ

Anugul, Angul | Jul 29, 2026

ଟାଙ୍ଗି#ପଶୁପତି ଗଡା ନିକଟରେ ଆଇଚର ଗାଡ଼ି କୁ ପିଟିଲା ବସ୍,ଯାତ୍ରୀ ଆହତ#କଟକ#damantv

ଟାଙ୍ଗି#ପଶୁପତି ଗଡା ନିକଟରେ ଆଇଚର ଗାଡ଼ି କୁ ପିଟିଲା ବସ୍,ଯାତ୍ରୀ ଆହତ#କଟକ#damantv

Anugul, Angul | Jul 28, 2026

ବର୍ଷା ଦିନରେ ଦୁଃଖରେ ବହୁତ ଗୁଡିଏ ଅସହାୟ ପରିବାର ଜୀବନ ଜାପାନ କରୁଛନ୍ତି#ତାଳଚେର#ଅନୁଗୁଳ#damantv

ବର୍ଷା ଦିନରେ ଦୁଃଖରେ ବହୁତ ଗୁଡିଏ ଅସହାୟ ପରିବାର ଜୀବନ ଜାପାନ କରୁଛନ୍ତି#ତାଳଚେର#ଅନୁଗୁଳ#damantv

Anugul, Angul | Jul 28, 2026

ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ବଜାରରେ ଥିବା ଏକ ଲୁଗା ଦୋକାନରୁ ଚୋରୀ ଘଟଣାରେ ପୋଲିସ ଲକ୍ଷାଧିକ ଟଙ୍କାର ଚୋରୀ ସାମଗ୍ରୀ ଉଦ୍ଧାର କରିବା ସହିତ ଏହି ଘଟଣାରେ ସମ୍ପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି #CPDnews #chhendiapada #angul #AngulDistrict #chhendipadapolice - Anugul News