Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଖଲ୍ଲିକୋଟ୍: ମୁକୁନ୍ଦପୁର ଛକରେ ଦୁର୍ଘଟଣା ; ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ, ଦୁଇ ମୃତ

Khalikote, Ganjam | Jan 15, 2026
ମୁକୁନ୍ଦପୁର ଛକରେ ଆଜି ସନ୍ଧ୍ୟା ପ୍ରାୟ ୫ ଟା ସମୟରେ ଘଟିଛି ଏକ ଭୟଙ୍କର ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ବାଇକ ରାସ୍ତା କଡ଼ରେ ଥିବା ଏକ ଗଛକୁ ଶକ୍ତ ଧକ୍କା ଦେଇଥିବା ବେଳେ ବାଇକ ରେ ଥିବା ଦୁଇ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ମୃତ ଦୁଇ ଯୁବକ ହେଲେ ଖଲ୍ଲିକୋଟ ଥାନା କେଶପୁର ପାଟଣା ସାହି ର ଶୁଭମ୍ ସାହୁ ଓ ଅମିତ୍ ସାହୁ ବୋଲି ଜଣା ପଡ଼ିଛି । ଖବର ପାଇ ଖଲ୍ଲିକୋଟ ଥାନା ପୋଲିସ ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ମେଡ଼ିକାଲ ପରିସରରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।