ରାୟଗଡା: ଗୁଡାରି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ବିଜୟା ଦଶମୀ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଗୁଡାରି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ରବିବାର ଦିନ ବିଜୟା ଦଶମୀ ଉତ୍ସବ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଗୁଡାରି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ବିଜୟା ଦଶମୀ ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l