ଭଞ୍ଜନଗର: ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନୂତନ ରାସନ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ, ଯୋଗଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
Bhanjanagar, Ganjam | Aug 16, 2025
ଗଞ୍ଜାମ ଜିଲା ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ନୂତନ ରେଶନ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ନୂତନ ରେଶନ...