Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
बिहार
कांग्रेस
Congress
Modi
Delhi
Viral
Jharkhand
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur

ଦେବଗଡ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ୧୯ ଅଭିଯୋଗ ପଞ୍ଜିକୃତ

ଦେବଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଦିନ ପ୍ରାୟ ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ୧୯ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ସମସ୍ତ ଅଭିଯୋଗ ଗ୍ରହଣ କରିବା ସହ ତଦନ୍ତ କରି ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ମଧ୍ୟରେ ୧୭ଟି ବ୍ୟକ୍ତିଗତ ଏବଂ ୨ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି।

MORE NEWS