Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Pmmodi
Rahulgandhi
यूपी
Uttarpradesh
Haryana
Cricket
Lucknow
Uttarakhand
Sambalpur
Crimenews

ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାରେ ଆସନ୍ତା ସେପ୍ଟେମ୍ୱର ୯ ଯାଏଁ ପବନ ବର୍ଷା ହେବା ସହ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ଣିଂ ଜାରୀ

ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ସେପ୍ଟେମ୍ୱର ୯ ଯାଏଁ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ସହ ବର୍ଷା ଓ ବଜ୍ରପାତ ହେବାନେଇ ୟୋଲ ୱାର୍ଣିଂ ଜାରୀ ହୋଇଛି। ଏନେଇ ଗୁରୁବାର ଦିନ ପ୍ରାୟ ୧୨.୩୦ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରି ଏହି ୱାର୍ଣିଂ ଜାରୀ କରାଯାଇଛି।